Tags » Ori

Orí

Orí is a Yoruba word meaning destiny.

Firstly, your destiny isn’t something for me to understand but a concept that has always interested me.I still don’t know why people are born and why they die or understand the outcome of their lifes. 407 more words

Inspirational

Begini Loh Cara Jual ORI di Pasar Skunder!

PUNYA investasi obligasi ritel Indonesia alias ORI tapi bingung mau menjualnya di pasar skundernya?

Begini ulasan jual ORI di pasar skunder yang saya copas dari kontan.co.id. 532 more words

My Works

Dada Omolowo Ori Omo Lube o

Dada and Abayani

Dada is the deity of riches, and protector of children and therefore related to the development and care of the human embryo and especially the human head alongside Obatala. 143 more words

Beadwork

May this Crescent Moon Bless all IFA Devotees

Whether the Orí of Ìká is tight
Or it is loose
It is one’s Orí that gives one the good fortunes
Cast divination for Dendere… 144 more words

The Armor of God (ORIYA-ଓଡ଼ିଆ: Easy-to-Read Version Bible-ବାଇବେଲ)

ORIYA-ଓଡ଼ିଆ: Easy-to-Read Version Bible-ବାଇବେଲ

Ephesians (ଏଫିସୀୟଙ୍କ ପ୍ରତି ପତ୍ର) 6:10-18

10 ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ।

11 ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ।

12 ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ।

13 ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ।

14 ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ।

15 ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହୋଇ ରୁହ, ଏଥିପାଇଁ, ପାଦରେ ଶାନ୍ତି ଦାୟକ ସୁସମାଗ୍ଭରର ଜୋତା ପିନ୍ଧ।

16 ଏହା ସହିତ ବିଶ୍ୱାସର ଢାଲ ମଧ୍ୟ ବ୍ୟବହାର କର। ତାହାଦ୍ୱାରା ତୁମ୍ଭେ ଶୟତାନର ସମସ୍ତ ଜ୍ୱଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ।

17 ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖ‌‌ଡ଼୍‌ଗ ଗ୍ରହଣ କର, ସେହି ଖ‌‌ଡ଼୍‌ଗ ହେଉଛି ପରମେଶ୍ୱରଙ୍କ ଉପଦେଶ।

18 ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।

Bible